ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ହୋଇଥିବା ଜଣାଯାଇଛି । ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ବଜ୍ରପାତ ହୋଇଥିବା ରେକର୍ଡ କରାଯାଇଛି । ବଜ୍ରପାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ପଞ୍ଚାୟତର ବନ୍ଧସାହି ଗ୍ରାମରେ ଘଟିଛି ଘଟଣା। ମୃତ ମହିଳା ଜଣକ ହେଲେ ଚୁନାମଣୀ ମଝି।

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ହୋଇଥିବା ଜଣାଯାଇଛି । ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ବଜ୍ରପାତ ହୋଇଥିବା ରେକର୍ଡ କରାଯାଇଛି । ବଜ୍ରପାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ପଞ୍ଚାୟତର ବନ୍ଧସାହି ଗ୍ରାମରେ ଘଟିଛି ଘଟଣା। ମୃତ ମହିଳା ଜଣକ ହେଲେ ଚୁନାମଣୀ ମଝି। ଘର ପିଣ୍ଡାରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ ମହିଳା।

Leave A Reply

Your email address will not be published.