Below header

ଝାରସୁଗୁଡ଼ା ସାରସମାଲ ରୋହିଦାସପଡାରେ ମହିଳାଙ୍କୁ ଗୁଳି କରି ହତ୍ୟା

ଝାରସୁଗୁଡ଼ା: ମହିଳାଙ୍କୁ ଗୁଳି କରି ହତ୍ୟା। ଝାରସୁଗୁଡ଼ା ସହର ସାରସମାଲ ରୋହିଦାସପଡାରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା କନକ ରୋହିଦାସ। ତେବେ କିଏ ଓ କାହିଁକି ମହିଳାଙ୍କୁ ହତ୍ୟା କଲା ସେନେଇ ଜଣାପଡିନାହିଁ। ପୋଲିସ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.