ଢେଙ୍କାନାଳ ହିନ୍ଦୋଳରେ ହାତୀ ଆକ୍ରମଣରେ ମହିଳା ମୃତ

ଢେଙ୍କାନାଳ: ଢେଙ୍କାନାଳ ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ଦଣ୍ଡିରିରେ ଅଭାବନୀୟ ଘଟଣା ।  ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ଯୁ । ମୃତକ ମହିଳା ଜଣଙ୍କ ହେଉଛନ୍ତି ତର୍କା ବେଡା ଗାଁର ସୁଷମା ସାହୁ ।

ସକାଳେ ନିଜ ଘରକୁ ଫେରିବା ପାଇଁ ବସ୍‌ଷ୍ଟାଣ୍ଡ ନିକଟରେ ଅପେକ୍ଷା କରିଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ହଠାତ ହାତୀ ରାସ୍ତାକୁ ଆସି ଦଳି ଦେଇଥିଲା । ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.