ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଦଳିଦେଲା ହାତୀ

ଦଳିଦେଲା ଦନ୍ତା । ହାତୀ ଆକ୍ରମଣରେ ମହିଳା ମୃତ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ମହାବିରୋଡ ରେଞ୍ଜ ଜଟିଆ ଗାଁରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି । ଗାଁର ଝାରି ସାହୁ ପାଖ ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଓ ସରାଙ୍ଗ ଫାଣ୍ଡି ଅଧିକାରୀ ପହଞ୍ଚିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.