ବୋହୂର ଠେଙ୍ଗା ମାଡ଼ରେ ଶ୍ବଶୁର ମୃତ

ଭଞ୍ଜନଗର(କେନ୍ୟୁଜ): ଗଞ୍ଜାମ ଜିଲ୍ଲା ଆସିକା ଥାନା କିଶୋରଚନ୍ଦ୍ର ପଲ୍ଲୀ ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ବୋହୂର ଠେଙ୍ଗା ମାଡ଼ରେ ଶ୍ବଶୁର ମୃତ। ମୃତ ଶ୍ବଶୁର ହେଲେ ୫୫ ବର୍ଷୀୟ ସିମାଞ୍ଚଳ ନାୟକ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛ।

ତେବେ ଘରୋଇ କଳହରୁ, ଏଭଳି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ସେପଟେ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ କୁହାଯାଉଥିବା , ବୋହୂକୁ ଅଟକ ରଖାଯାଇଥିବା ନେଇ ଥାନାଧିକାରୀଙ୍କ ଠାରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.