ମୋହନା(କେନ୍ୟୁଜ୍): ଗଜପତି ଅଡବା ଥାନା ଡେଙ୍ଗାସଖାଲ ପଞ୍ଚାୟତ ଅନ୍ତର୍ଗତ ରାଇଜୁକା ଗ୍ରାମରେ ଅଘଟଣ । ସ୍ୱାମୀ ଇଟା ଭାଟିରେ ନିଆଁ ଲଗାଉଥିବା ବେଳେ ପୋଡ଼ି ହୋଇ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆହତ ମହିଳା ଜଣକ ହେଲେ ରାଇଜୁକା ଗାଁର ଆନନ୍ଦ ବସ୍ତରାୟଙ୍କ ସ୍ତ୍ରୀ ସୁପ୍ରିୟା ବସ୍ତରାୟ ।
ସ୍ୱାମୀଙ୍କ ସୂଚନା ଅନୁଯାୟୀ, ଇଟାଭାଟିରେ ନିଆଁ ଲଗାଇବା ବେଳେ ସୁପ୍ରିୟା ପଛପଟେ ଥିଲେ । ହଠାତ୍ ସୁପ୍ରିୟାଙ୍କ ଦେହରେ ଅସାବଧନତା ବଶତଃ ନିଆଁ ଲାଗିଯାଇଥିବା ଦେଖି ସେ ଲିଭାଇବା ପାଇଁ ଚେଷ୍ଟା କରିଥିଲେ କିନ୍ତୁ ସେତେବେଳେ ସୁପ୍ରିୟାଙ୍କ ଦେହର ୭୦ ଭାଗ ପୋଡ଼ିଯାଇଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ମୋହନା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର MKCG ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…
ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…