ଭୁବନେଶ୍ୱର(କେନ୍ଯୁଜ୍) : ଲିଙ୍ଗରାଜ ଥାନା ଶ୍ରୀରାମନଗର ଅଞ୍ଚଳରେ ରାସ୍ତା କଡରେ ଛିଡା ହୋଇଥିବା ଏକ କାର୍ ଭିତରୁ ମହିଳାଙ୍କ ମୃତଦେହ ଠାବ ହୋଇଛି। କାର୍ଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। କାରରୁ ଜମିଜମା କାଗଜ ଓ ଫ୍ୟାମିଲି ଫଟୋ ଜବତ କରାଯାଇଛି। ତେବେ ମୃତକ ମହିଳା ଜଣକ କିଏ ଓ କେଉଁଠୁ ଆସିଲେ ସେନେଇ କିଛି ସ୍ପଷ୍ଟ ହୋଇନି। ଭୁବନେଶ୍ୱର ଡିସିପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ପାରିପର୍ଶ୍ବିକ ପରିସ୍ଥିତିରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି ।
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…