Below header

ଅନୁଗୁଳ: ନୂଆଗଡ଼ ଗାଁରେ ହାତୀ ଆକ୍ରମଣରେ ମହିଳା ମୃତ, କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କଲେ ଗାଁଲୋକେ

ଅନୁଗୁଳ(କେନ୍ୟୁଜ୍): ପୁଣି ହାତୀ ନେଲା ଜୀବନ। ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ନୂଆଗଡ଼ ଗାଁରେ ହାତୀ ଆକ୍ରମଣରେ ଜମେ ମହିଳାଙ୍କ ଜୀବନ ଯାଇଛି। ମୃତକ ଜଣକ ସୁବାସିନୀ ନାୟକ। ଆଜି ସକାଳୁ ସେ ଘରୁ ବାହାରିକି ଯାଉଥିବାବେଳେ ହାତୀଟି ତାଙ୍କୁ ଆକ୍ରମଣ କରିତିଲା। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। କ୍ଷତିପୂରଣ ଦାବିରେ ଗାଁଲୋକେ ରାଜପଥ ଅବରୋଧ କରିଛନ୍ତି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.