ଖୋର୍ଦ୍ଧା(କେନ୍ୟୁଜ୍): ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଡମଣଭୂଇଁ ଗ୍ରାମରେ ଘଟିଛି ଅଘଟଣ।ବିଦ୍ୟୁତ ଆଘାତରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି।ମୃତକ ଜଣଙ୍କ ଡମଣଭୂଇଁ ଗାଁର ବିନି ଦଳାଇ ବୋଲି ଜଣା ପଡିଛି। ମିଳିଥିବା ସୂଚନା ମୁତାବକ ହାତୀ,ପାତୀ,ବାରହା ଭଳି ଜଙ୍ଗଲି ଜନ୍ତୁ କବଳରୁ ରକ୍ଷା ପାଇବା ପାଇଁ ସନାତନ ଭୋଳ ନାମକ ଜଣେ ବ୍ୟକ୍ତି ତାଙ୍କ ଫସଲ ଜମିରେ ବିଦ୍ୟୁତ ତାର ବିଛାଇଥିଲେ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…