କେନ୍ୟୁଜ୍(ବ୍ୟୁରୋ): ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ । ଛତିଶଗଡ଼ କବିରନଗର ଥାନାରେ ମହିଳାଙ୍କ ଅଭିଯୋଗ । ମହିଳାଙ୍କ ଅଭିଯୋଗ ପରେ ଖଣ୍ଡଗିରି ପୋଲିସକୁ ଯୋଗାଯୋଗ କରିଛି ଛତିଶଗଡ଼ ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରୋଇ କଲେଜ ରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିଲେ ଛତିଶଗଡ଼ ମହିଳା ।
ଦୁଷ୍କର୍ମ କରିବା ସହ ବ୍ଲାକମେଲିଂ କରି ମହିଳା ପ୍ରଫେସରଙ୍କୁ ଟଙ୍କା ମାଗୁଥିଲା ଅଭିଯୁକ୍ତ। ଏନେଇ ମହିଳା ପ୍ରଫେସର ଛତିଶଗଡ଼ର କବୀରନଗର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଛତିଶଗଡ଼ ପୋଲିସର ନିର୍ଦ୍ଦେଶରେ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଛି। ଜିରୋ FIRରେ ମାମଲା ରୁଜୁ କରି ଖଣ୍ଡଗିରି ପୋଲିସର ତଦନ୍ତ ଆରମ୍ଭ କରିଛି।
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…