ଭଦ୍ରକ(କେନ୍ୟୁଜ୍): ମଦୁଆଙ୍କ ଉତ୍ପାତରେ ଅତିଷ୍ଠ ହୋଇ ରାଗିଲେ ମହିଳା। ଭାଂଗିଲେ ମଦ ଦୋକାନୀଙ୍କ ଘର, ନଷ୍ଟ କଲେ ମଦ । ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅନ୍ତର୍ଗତ ନର୍ସିଂପୁର ଗାଁରେ। ଗତକାଲି ରାତିରେ କିଛି ଯୁବକ ମଦ ପିଇ ଲୋକଙ୍କୁ ଗାଳିଗୁଲଜ କରିଥିଲେ। ଏହାକୁ ନେଇ ମହିଳାମାନେ ମଦ ବିକ୍ରି କରୁଥିବା ଲୋକ ସହ ଯୁକ୍ତିତର୍କ କରିଥିଲେ। ଯୁକ୍ତିତର୍କ ପରେ ଘରେ ପଶି ମଦ ମଦ ବୋତଲ ବାଡେଇ ଭାଙ୍ଗି ଦେଇଥିଲେ। ଗତ କିଛି ବର୍ଷ ହେବ ଏହି ଗାଁରେ ଚୋରା ମଦ କାରବାର ଚାଲୁଥିଲା। ପ୍ରଶାସନକୁ ଜଣାଇବା ପରେ ମଧ୍ୟ କିଛି ପଦକ୍ଷେପ ନିଆଯାଇ ନଥିବା ଅଭିଯୋଗ କରିଛଛନ୍ତି ଗ୍ରାମବାସୀ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…