ରାଜ୍ୟ

ବିଶ୍ୱକପ ଫାଇନାଲ ଫାଇଟ୍ : ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା

ଭୁବନେଶ୍ୱର (କେନ୍ୟୁଜ): ବିଶ୍ୱକପ୍‌ ୨୦୨୩ । ଅହମ୍ମଦାବାଦ୍‌ରେ ହେବ ଫାଇନାଲ୍‌ ମୁକାବିଲା । ଆଉ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ତେବେ ଫାଇନାଲ୍‌ ମୁକାବିଲା ପୂର୍ବରୁ ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା। କ୍ରିକେଟ ବିଶ୍ବକପ ଫାଇନାଲ ଜିତିବା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ଦଳ ବିଜୟଧାରା ବଜାୟ ରଖୁ। ତୃତୀୟ ଥର ପାଇଁ ଭାରତ ବିଶ୍ବ କପ୍ ହାସଲ କରୁ ବୋଲି ଶୁଭକାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେପଟେ ବିଶ୍ବକପ ଗ୍ରାଣ୍ଡ ଫିନାଲେ ପାଇଁ ବଢୁଛି ହାର୍ଟବିଟ୍। ଆଉ ୩ ଘଣ୍ଟାର ଅପେକ୍ଷା। ଉତ୍ସାହ, ଉତ୍କଣ୍ଠା ଏବେ ଚରମ ସୀମାରେ । ଦିନ ୧: ୩୦ରେ ପଡ଼ିବ ଟସ୍ । ଆଉ ଦିନ ୨ଟାରେ ଆରମ୍ଭ ହୋଇଯିବ ସୁପର ସନଡେରେ ସୁପର ଫାଇଟ । ବିଶ୍ବକପ ଟାଇଟଲ୍ ପାଇଁ ଲଢ଼ିବେ ଭାରତ-ଅଷ୍ଟ୍ରେଲିଆ । ଅହମ୍ମଦାବାଦରେ ହେବ ହାଇଭୋଲଟେଜ ଫାଇନାଲ୍ ଫାଇଟ୍ । ୨୦ ବର୍ଷ ପରେ ବଦଲା ନେବ ଭାରତ । ଅଷ୍ଟ୍ରେଲିଆଠାରୁ ବିଶ୍ବକପ୍ ପରାଜୟର ପ୍ରତିଶୋଧ ନେବ ମେନ୍ ଇନ୍ ବ୍ଲୁ । ୨୦୦୩ ୱାର୍ଲଡ କପ୍ ପରାଜୟର କଡ଼ା ଗଣ୍ଡା ହିସାବ ୨୦୨୩ରେ ହେବ । ଏଥିପାଇଁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ରୋହିତ ବାହିନୀ ।

 

Barsha

Recent Posts

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

20 mins ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

43 mins ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

2 hours ago

ମୁମ୍ବାଇ କ୍ରିକେଟ୍‌ ଆସୋସିଏସନ ଅଧ୍ୟକ୍ଷ ଅମୋଲ କାଲେଙ୍କ ହାର୍ଟ ଆଟାକ୍‌ରେ ନିଧନ, ଷ୍ଟାଡିୟମ୍‌ରେ ବସି ଦେଖୁଥିଲେ ମ୍ୟାଚ୍‌

ଟି-୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…

2 hours ago

ମୋ ପୁଅକୁ ଡାଇରିଆ ହେଇଥିଲା, ଡାକ୍ତରଖାନାରେ ଭଲ ହେବ କଣ ଓଲଟି ଚାଲିଗଲା

ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…

2 hours ago

ବାଇକକୁ ପିଟିଲା କାର ଘଟଣାସ୍ଥଳରେ ଭାଇ ଭଉଣୀ ମୃତ

ନରସିଂହପୁର (କେନ୍ୟୁଜ୍‌): ବଡମ୍ବା ଥାନା ଅନ୍ତର୍ଗତ ଭଟ୍ଟାରିକା ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକକୁ ପିଟିଲା…

3 hours ago