ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ

ପୁରୀ(କେନ୍ୟୁଜ୍): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶିତ ହୋଇଛି । ଏବର୍ଷର ଥିମ୍‌ ‘ବାୟୁ ପ୍ରଦୂଷଣ’କୁ ନେଇ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ ସାହୁ । ବାଲୁକା କଳା ପାଇଁ ପ୍ରାୟ ୨୦ ଟନ୍‌ ବାଲି ବ୍ୟବହାର କରାଯାଇଥିବା ବେଳେ ନିର୍ମାଣ ପାଇଁ ୮ ଘଣ୍ଟା ସମୟ ଲାଗିଥିଲା । ପରିବେଶକୁ ନିର୍ମଳ ବାୟୁ ପ୍ରଦାନ କରିବା ଏବଂ ଅଧିକରୁ ଅଧିକ ବୃକ୍ଷ ରୋପଣ କରିବା ନେଇ ସଚେତନତା ବାର୍ତ୍ତା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.