ପୁରୀ(କେନ୍ୟୁଜ୍): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶିତ ହୋଇଛି । ଏବର୍ଷର ଥିମ୍ ‘ବାୟୁ ପ୍ରଦୂଷଣ’କୁ ନେଇ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ ସାହୁ । ବାଲୁକା କଳା ପାଇଁ ପ୍ରାୟ ୨୦ ଟନ୍ ବାଲି ବ୍ୟବହାର କରାଯାଇଥିବା ବେଳେ ନିର୍ମାଣ ପାଇଁ ୮ ଘଣ୍ଟା ସମୟ ଲାଗିଥିଲା । ପରିବେଶକୁ ନିର୍ମଳ ବାୟୁ ପ୍ରଦାନ କରିବା ଏବଂ ଅଧିକରୁ ଅଧିକ ବୃକ୍ଷ ରୋପଣ କରିବା ନେଇ ସଚେତନତା ବାର୍ତ୍ତା ଦିଆଯାଇଛି ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…