ବାଲିଗୁଡ଼ା : ୧୭ କୋଟି ଟଙ୍କାରୁ ଉର୍ଦ୍ଧ ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ । ଅପରେସନ୍ ଗଞ୍ଜେଇ ନଷ୍ଟ ଅଭିଯାନରେ ଚଢାଉ କରି ୧ ଲକ୍ଷ ୭୫ହଜାର ଗଞ୍ଜେଇ ଗଛକୁ କାଟି ପୋଡି ଦିଆଯାଇଛି । ପୋଲିସ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା।
ବାଲିଗୁଡ଼ା ଥାନା ସିନ୍ଦିରୀ ଗାଁ, ନୀଳିପଡ଼ା, ତେମାଙ୍ଗୀ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ କରାଯାଉଥିବା ଖବର ମିଳିବା ପରେ ଆରମ୍ଭ ହୋଇଥିଲା ଅପରେସନ୍ । ୧୭୫ଏକରରୁ ଉର୍ଦ୍ଧ୍ୱ ଅ଼ଞ୍ଚଳରେ ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୧୭କୋଟି ୫୦ଲକ୍ଷ ଟଙ୍କା ହେବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…