ମୟୁରଭଞ୍ଜ: ବାରିପଦାରେ ଜାଲ ନୋଟ କାରବାର । ୮୩ ହଜାର ଟଙ୍କା ଜାଲ ନୋଟ ଜବତ କରିଛି ପୋଲିସ । ଏଥିରେ ସମ୍ପୃକ୍ତ ଦୁଇ ଭାଇଙ୍କୁ ଗିରଫ କରିଛି ବାରିପଦା ପୋଲିସ ।
ଗିରଫ ଦୁଇଜଣ ହେଲେ ଝାଡଖଣ୍ଡ ବହଡାଗୋଡା ଅଞ୍ଚଳର ରାସବିହାରୀ ରଣା ଓ ରାକବିହାରୀ ରଣା । ଜାଲ ନୋଟ୍ କାରବାର ଚାଲିଥିବା ଖବର ପାଇ ବାରିପଦା ଟାଉନ ଥାନା ପୋଲିସ ଚଢାଉ କରିଥିଲା। ଘଟଣାର ଅଧିକ ତଦନ୍ତ ଜାରି ରହିଛି। ଘଟଣାରେ ୨ଜଣ ଗିରଫ ହୋଇଥିବାବେଳେ ମାଷ୍ଟରମାଇଣ୍ଡକୁ ଖୋଜୁଛି ପୋଲିସ।
ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍ ମାଧ୍ୟମରେ ମିଳିଛି, ଯାହାକୁ…
ଭାରତୀୟ ଟିମ୍ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍ ବ୍ରିଜଟାଉନରେ କଠିନ ଅଭ୍ୟାସ…
ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍ କରିବା ପରେ ମଧ୍ୟ…
କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…
ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…
ସିକ୍କିମ୍ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…