Categories: ରାଜ୍ୟ

ପ୍ରଭୁ ଯୀଶୁଙ୍କ ଆଗମନ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା , ସେପଟେ କୁଇ ସମାଜ ସମନ୍ଵୟ ସମିତି ପକ୍ଷରୁ ପାଳନ କରାଯିବ ସହିଦ ଦିବସ

କନ୍ଧମାଳ(କେନ୍ୟୁଜ୍) : ବଡ଼ଦିନ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା । ସଜେଇ ହୋଇଛି ଜିଲ୍ଲାର ସମସ୍ତ ଚର୍ଚ୍ଚ । ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ନୃତ୍ୟଗୀତର ପ୍ରସ୍ତୁତି ଚଳାଇଛନ୍ତି । ପ୍ରଭୁ ଯୀଶୁଙ୍କ ଆଗମନ ପାଇଁ ଉତ୍ସବମୁଖର ପରିବେଶ । ସମୂହ ପ୍ରାର୍ଥନା ପାଇଁ ଚର୍ଚ୍ଚଗୁଡ଼ିକ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ସେପଟେ କୁଇ ସମାଜ ସମନ୍ଵୟ ସମିତି ପକ୍ଷରୁ ବାରଖମାରେ ପାଳନ କରାଯିବ ସହିଦ ଦିବସ । ଏଥିପାଇଁ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ତେବେ ପ୍ରତ୍ୟେକ ବର୍ଷ କୁଇ ସମାଜ ପକ୍ଷରୁ ଡିସେମ୍ବର ୨୫ ତାରିଖରେ ହେଉଥିବା ବନ୍ଦ ପାଳନରୁ ଓହରିଛି କୁଇ ସମାଜ । ସାରା ଜିଲ୍ଲାରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି । ଗାଡିମୋଟର ଯାଞ୍ଚକୁ କଡ଼ାକଡ଼ି କରିଛି ପୋଲିସ ।

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

51 seconds ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

1 min ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

8 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

14 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

31 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

40 mins ago