ଭଦ୍ରକରେ ‘ୟସ୍’ର ପ୍ରଭାବ, ପବନରେ ଓଲଟିଲାରୁ ଅଳ୍ପକେ ବର୍ତ୍ତିଲା ବୋଲେରୋ

ଭଦ୍ରକ: ବାତ୍ୟା ‘ୟସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି । ଏହାର ‘ୟାସ୍’ର ପ୍ରଭାବ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବୋହୁଛି । ପବନରେ ଓଲଟିଲାରୁ ଅଳ୍ପକେ ବର୍ତ୍ତିଯାଇଛି ବୋଲେରୋ ଗାଡି ।

ଭଦ୍ରକ ପୌରପାଳିକା ୧୮ନମ୍ବର ୱାର୍ଡରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବୋଲେରୋ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡିଛି । ପ୍ରବଳ ପବନ ଓ ବର୍ଷା ଫଳରେ ରାସ୍ତା ଜାଣି ନ ପାରି ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.