ରାଜ୍ୟ

ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଛୁଇଁବ ମୌସୁମୀ, ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ): ୩ଦିନ ହେଲାଣି ଅଗ୍ରସର ହେଉନି ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ତିନି ଦିନ ହେଲାଣି ହେଲେ ମୌସୁମୀ ଆଗକୁ ଅଗ୍ରସର ହେଉନି ।ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଛୁଇଁବ ମୌସୁମୀ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ଆଜି ଭିଜିପାରେ ରାଜଧାନୀ । ଜୁନ୍‌ରୁ ଏପର୍ଯ୍ୟନ୍ତ ତିନିଟି ଜିଲ୍ଲା ଗଜପତି, ମାଲକାନଗିରି ଓ ଗଜପତି ଜିଲ୍ଲାରେ ଆଦୌ ବର୍ଷା ହୋଇନାହିଁ । ସେହିଭଳି ୧୩ଟି ଜିଲ୍ଲାରେ ଖୁବ୍‌ କମ୍‌ ବର୍ଷା ହୋଇଛି ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

2 hours ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

4 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

5 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

5 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

5 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

5 hours ago