ପୁରୀ(କେନ୍ୟୁଜ୍):ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ। ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସି ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଉଥିବାବେଳେ ବୁଡ଼ି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ସ୍ମୃତିରଞ୍ଜନ ସାହୁ ବୋଲି ଜଣାପଡିଛି । ସ୍ମୃତିରଞ୍ଜନ ଚାରି ଜଣ ସାଙ୍ଗଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ। ପରେ ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଇଥିଲେ। ଗାଧୋଇବା ବେଳେ ସ୍ମ୍ତିରଞ୍ଜନ ବୁଡିଯାଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…