ଯାଜପୁର ଟାଉନ: ଜାମୁ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଠାବ

ଯାଜପୁର ଟାଉନ: ଜାମୁ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଠାବ । ଏଭଳି ଅଭାବନୀୟ ଘଟଣା ଘଟିଛି ବିଂଝାରପୁର ଥାନା ଅନ୍ତର୍ଗତ ଟିଣା ପଂଚାୟତ ଶିଶିରଣା ଗ୍ରାମରେ।

ମୃତ ଯୁବକ ହେଲେ ରାମ ମଲ୍ଲିକଙ୍କ ପୁଅ ଅଞ୍ଜନ ମଲିକ । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ବିଂଝାରପୁର ପୋଲିସ୍ ପହଁଚି ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.