ରାଜ୍ୟ

ଗଞ୍ଜାମ ବାଉଳିଆ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କୁଟି, ଚାଲିଗଲା ଯୁବକଙ୍କ ଜୀବନ

ବ୍ରହ୍ମପୁର: ଗଂଜାମ ଜିଲ୍ଲା  ଖାରିଆଗୁଡା ପୋଲିସ ଫାଣ୍ଡି ଅନ୍ତର୍ଗତ ବାଉଳିଆ ନିକଟରେ ଏକ ସ୍କୁଟି ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ରାମଚନ୍ଦ୍ର ସାହୁ। ଦୃତଗତିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ସ୍କୁଟି ଗଛକୁ ପିଟି ହୋଇ ଯାଇଥିଲା ।

ସେଠାରୁ ତାଙ୍କୁ ଉଦ୍ଧାର କରାଯାଇ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହି ଘଟଣାକୁ ନେଇ ପୋଲିସ୍ ତଦନ୍ତ ଆରମ୍ଭ କରିଥିବାବେଳେ, ଶବକୁ ଉଦ୍ଧାର କରି ପୋଷ୍ଟ ମର୍ଟମ୍ ପାଇଁ ବ୍ରହ୍ମପୁର ପଠାଯାଇଛି।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

17 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

36 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

44 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago