ବୀଭତ୍ସ ହତ୍ୟା: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ବରଗଡ଼(କେନ୍ଯୁଜ୍): ବୀଭତ୍ସ ହତ୍ୟା। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର । ବରଗଡ଼ ସହରର ଅମ୍ବାପାଲି ବନଜାରି ବ୍ରିଜ ନିକଟସ୍ଥ ପଡିଆରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ମୃତଦେହ ପାଖରେ ଏକ ପଲସର ପଡି ରହିଛି। ଯୁବକଙ୍କୁ କେହି ଗଳାକାଟି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.