ନୟାଗଡ଼(କେନ୍ୟୁଜ୍): ନୟାଗଡ଼ରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୁଳିମାଡ଼ । ମୃତଦେହ ସହ ଘଟଣାସ୍ଥଳରୁ ଦେଶୀ ବନ୍ଧୁକ ଜବତ କରିଛି ପୋଲିସ । ମୃତକ ଜଣଙ୍କ ହେଲେ ଗଣିଆ ଥାନା ରାସଂଗ ଗ୍ରାମର ରଜତ ରାଉତ ।
ରାସଂଗ ପଞ୍ଚାୟତ ଗୋଛାବାରି ଗ୍ରାମର ତାରେନି ବେହେରା ଓ ସାଗର ବେହେରାଙ୍କ ସହ ରଜତଙ୍କ ବଚସା ହୋଇଥିଲା । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।