ରାଜ୍ୟ

ଭୁବନେଶ୍ୱର ସାଇନ୍ସ ପାର୍କ ନିକଟରେ ଯୁବକଙ୍କୁ ଛୁରାମାଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୫ରୁ ଅଧିକ ଯୁବକ କଲେ ଆକ୍ରମଣ

ଭୁବନେଶ୍ୱର(କେନ୍ଯୁଜ୍): ରାଜଧାନୀରେ ଛୁରାମାଡ । ଭୁବନେଶ୍ୱର ସାଇନ୍ସ ପାର୍କ ନିକଟରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି । ଆହତ ଯୁବକ ହେଲେ ଆଶିଷ କୁମାର ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୫ରୁ ଅଧିକ ଯୁବକ ଛୁରାମାଡ କରିଥିବା ଜଣାପଡିଛି । ଛୁରାମାଡ ପରେ ସହିଦ ନଗର ଥାନାରେ ଏନେଇ ଅଭିଯୋଗ କରାଯାଇଛି । ଅଭିଯୋଗ ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛିପୋଲିସ୍‌ ।

Sonalisa

Recent Posts

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

7 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

45 mins ago

ମାଲକାନଗିରି: ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…

46 mins ago

ଅଦ୍ୱିତୀୟ କାରିଗର ହରେକୃଷ୍ଣ ମହାରଣା, ଯାହାଙ୍କ ହାତର ସ୍ପର୍ଶରେ ମାଟି ମୂର୍ତ୍ତି ପାଉଛି ଜୀବନ୍ତ ରୂପ

ଆନନ୍ଦପୁର(କେନ୍ୟୁଜ୍): ମୂର୍ତ୍ତି ତିଆରିରେ ଲାଗିଛନ୍ତି କାରିଗର । ନିଜର ହାତର ସ୍ପର୍ଶରେ ମାଟିର ମୂର୍ତ୍ତିକୁ ଦେଉଛନ୍ତି ଜୀବନ୍ତ ରୂପ ।…

50 mins ago

କଣ ଭଲ ଫିଚର୍ସ ଜବରଦସ୍ତ ଲୁକ୍‌ ଥିବା ଫୋନ୍‌ କିଣିବାକୁ ଚାହୁଁଛନ୍ତି କି, ତାହେଲେ ଆସୁଛି OnePlus Ace 3 Pro

ଆସୁଛି ଓ୍ଵାନ୍‌ ପ୍ଲସର ଧମାକେଦାର ଫୋନ୍‌ । ଯଦି ଆପଣ ଓ୍ଵାନପ୍ଲସ୍‌ ଲଭର୍‌ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…

57 mins ago

ଖୁବଶୀଘ୍ର ମାର୍କେଟକୁ ଆସିବ ମହିନ୍ଦ୍ରାର ଏହି ନୂଆ ଇଳେକ୍ଟ୍ରିକ୍‌ କାର, ମିଳିବ ବଢ଼ିଆ ଫିଚର

ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍‌ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…

58 mins ago