ରାଜ୍ୟ

ଯାଜପୁର ଓଳାଶୁଣୀ ପାହାଡ଼ ନିକଟରେ ଯୁବକଙ୍କୁ ଗୁଳି ମାଡ଼, ଗୁରୁତର ଅବସ୍ଥାରେ କଟକ ମେଡିକାଲ ସ୍ଥାନାନ୍ତର

ଯାଜପୁର(କେନ୍ଯୁଜ୍): ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ନିକଟ ଓଳାଶୁଣୀ ପାହାଡ଼ ନିକଟରେ ଯୁବକଙ୍କୁ ଗୁଳି ମାଡ଼। ଗୁରୁତର ଆହତ ହୋଇଥିବା ଯୁବକ ହେଲେ ସ୍ଥାନୀୟ ବନ୍ଦରେଶ୍ୱର ଗ୍ରାମର ସିଦ୍ଧାନ୍ତ ସାମଲ। ସେ ଓଳାଶୁଣୀ ପାହାଡ଼ ନିକଟରେ ଜଣେ ବନ୍ଧୁଙ୍କ ସହ ଛିଡା ହୋଇଥିବା ବେଳେ ୩ଜଣ ଦୁର୍ବୁତ୍ତ ଏକ ୟାମାହା ଗାଡ଼ିରେ ଆସି ସିଦ୍ଧାନ୍ତଙ୍କ ଉପରେ ଗୁଳି ଚଳାଇ ଫେରାର ହୋଇଯାଇଛନ୍ତି।

ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବଡ଼ଚଣା ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତେବେ ଗୁଳିକାଣ୍ଡର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ ବାଲିଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

4 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

6 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

7 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

7 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

8 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

9 hours ago