ରାଜ୍ୟ

ଭଦ୍ରକ ଧାମନଗରରେ ବୁଥ୍ ସାମ୍ନାରେ ଯୁବକଙ୍କୁ ଛୁରା ମାଡ଼, ମତଦାନକୁ ନେଇ ବଚସା ପରେ ଆକ୍ରମଣ

ଭଦ୍ରକ(କେନ୍ୟୁଜ୍): ବୁଥ୍ ସାମ୍ନାରେ ଯୁବକଙ୍କୁ ଛୁରା ମାଡ଼। ଏଭଳି ଅଘଟଣ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଧାମନଗର NAC ୯ ନମ୍ବର ୱାର୍ଡ ୧୬ ନମ୍ବର ବୁଥ୍ ସାମ୍ନାରେ। ୧୬ ନମ୍ବର ବୁଥ୍ ସାମ୍ନାରେ ହିଁ  ଯୁବକଙ୍କୁ ଛୁରା ମାଡ଼ କରାଯାଇଛି।

ଭୋଟ୍ ଦେବାକୁ ନେଇ ବଚସା ପରେ ଯୁବକଙ୍କୁ ଏଭଳି ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି। ତେବେ ଗୁରୁତର ଯୁବକଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏପଟେ  ଛୁରା ମାଡ଼ ଘଟଣାରେ ସ୍ଥାନୀୟ ଲୋକଙ୍କ ସହ ପରିବାର ଲୋକେ ପ୍ରତିବାଦରେ ରାସ୍ତା ଅବରୋଧ କରିଥିବା ଜଣାପଡିଛି।

Sonalisa

Recent Posts

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

14 seconds ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

36 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

38 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

42 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

47 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

50 mins ago