Below header

ରାଜଧାନୀରେ ପୁଣି ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବତୀଙ୍କ ମୃତଦେହ, ପୋଲିସର ଛାନଭିନ ଆରମ୍ଭ

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀରେ ଆଉ ଜଣେ ଯୁବତୀଙ୍କ ଆତ୍ମହତ୍ୟା। ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କଲା ପୋଲିସ୍। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଡଗଡ଼ ଥାନା ଅଞ୍ଚଳରେ। ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ମିଳିଛି ସୂଚନା।

ମୃତ ଯୁବତୀଙ୍କ ନାଁ କେ. ଇନ୍ଦିରା ରାଓ, ବୟସ ୧୮ବର୍ଷ ହେବ। ଏହି ଘଟଣା ଜାଣିବା ପରେ ଘଟଣାସ୍ଥଳରେ ପୋଲିସ୍ ପହଁଚି ଛାନଭିନ ଆରମ୍ଭ କରିଛି। ଏଯାଏ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ପୋଲିସ ପକ୍ଷରୁ ସୂଚନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.