ରାଜ୍ୟ

ଗାଧୋଇବାକୁ ଯାଇ ନଦୀରେ ଭାସିଗଲେ ଯୁବତୀ, ଉଦ୍ଧାର କାର୍ଯ୍ୟ ଜାରି

ଯାଜପୁର (କେନ୍ୟୁଜ): କେଲୁଅ ନଦୀର ପ୍ରଖର ସ୍ରୋତରେ ଭାସିଗଲେ ଯୁବତୀ । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ନିଆଳି ଗାଁ ନିକଟ ବ୍ରାହ୍ମଣୀ ଶାଖା କେଲୁଅ ନଦୀ ସ୍ରୋତରେ ଭାସି ଗଲେ ଯୁବତୀ । ନିଖୋଜ ଯୁବତୀ ଜଣକ ନିଆଳି ଗାଁର ସସ୍ମିତା ପରିଡ଼ା ।

ସସ୍ମିତା ସାଙ୍ଗ ମାନଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡିଯାଇଥିଲେ । ସାଙ୍ଗମାନେ ଉଦ୍ଧାର କରିବା ପାଇଁ ଚେଷ୍ଠା କରିଥିଲେ ମଧ୍ୟ କରିନପାରିବାରୁ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

7 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago