Below header

ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କ: କ୍ଲବ୍ ରେ ପଶି ଯୁବକଙ୍କୁ ହାଣିଲେ

ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କ । ଶୈଳଶ୍ରୀ ବିହାର ଏକ କ୍ଲବ୍ ରେ ପଶି ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ । ୭ରୁ ୮ଜଣ ଆକ୍ରମଣ କରିଥିବା ଥାନାରେ ପରିବାର ଲୋକ ଅଭିଯୋଗ କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କ । ଶୈଳଶ୍ରୀ ବିହାର ଏକ କ୍ଲବ୍ ରେ ପଶି ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ । ୭ରୁ ୮ଜଣ ଆକ୍ରମଣ କରିଥିବା ଥାନାରେ ପରିବାର ଲୋକ ଅଭିଯୋଗ କରିଛନ୍ତି । ଗୁରୁତର ଆହତ ଯୁବକ ସଂଗ୍ରାମ ସିଂଙ୍କୁ କ୍ୟାପିଟାଲ ହସପିଟାଲ ଭର୍ତ୍ତି କରାଯାଇଛି । ସଂଗ୍ରାମ ଶୋଇଥିବା ବେଳେ ତାଙ୍କ ଉପରକୁ ଆକ୍ରମଣ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଆକ୍ରମଣର ଦୃଶ୍ୟ CCTV ରେ କଏଦ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.