Below header

ବାଣୀବିହାର କ୍ୟାମ୍ପସରେ ଯୁବକଙ୍କ ଉନ୍ମତ୍ତକାଣ୍ଡ, ପାଠାଗାର ଛାତ ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର: ବାଣୀବିହାର କ୍ୟାମ୍ପସରେ ଯୁବକଙ୍କ ଉନ୍ମତ୍ତକାଣ୍ଡ। ପାଠାଗାର ଛାତ ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ। ତେବେ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଚେଷ୍ଟା କରିବାକୁ ଉଦ୍ୟମ ଜାରି ରହିଚି। ପ୍ରାୟ ୧ ଘଣ୍ଟାରୁ ଅଧିକ ସମୟ ଧରି ଯୁବକଙ୍କ ସୁଇସାଇଡ୍‌ ଧମକ ଡ୍ରାମା ଚାଲିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.