ଭୁବନେଶ୍ବର: ବାଣୀବିହାର କ୍ୟାମ୍ପସରେ ଯୁବକଙ୍କ ଉନ୍ମତ୍ତକାଣ୍ଡ। ପାଠାଗାର ଛାତ ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ। ତେବେ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଚେଷ୍ଟା କରିବାକୁ ଉଦ୍ୟମ ଜାରି ରହିଚି। ପ୍ରାୟ ୧ ଘଣ୍ଟାରୁ ଅଧିକ ସମୟ ଧରି ଯୁବକଙ୍କ ସୁଇସାଇଡ୍ ଧମକ ଡ୍ରାମା ଚାଲିଛି।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…