ରାଜ୍ୟ

ଘରୋଇ କଳହକୁ ନେଇ ଆକ୍ରମଣ, ନାତି ମାଡ଼ରେ ଜେଜେବାପା ମୃତ

ରାୟଗଡ଼ା (କେନ୍ୟୁଜ): ରାୟଗଡ଼ା କାଶୀପୁର ଥାନା ସିଲା ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରୋଇ କଳହକୁ ନେଇ ନାତିର ଆକ୍ରମଣରେ ଜେଜେବାପାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବର୍ଦ୍ଧନ ନାୟକ। ଅଭିଯୁକ୍ତ ମୋହନକୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି।

ସୂଚନା ଅନୁଯାୟୀ, ଆଜି ସକାଳେ ଗୋବର୍ଦ୍ଧନ ନାୟକ ଘର ପିଣ୍ଢାରେ ବସିଥିବା ବେଳେ ହଠାତ୍ ନାତି ମୋହନ ନାୟକ ତାଙ୍କୁ ଟଙ୍କା ମାଗିଥିଲା। ଗୋବର୍ଦ୍ଧନ କିନ୍ତୁ ତାଙ୍କ ପାଖରେ ନାହିଁ ବୋଲି କହିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ମୋହନ ଜେଜେବାପାଙ୍କୁ ମାଡ଼ ମାରିଥିଲା। ସେହି ସମୟରେ ଗୋବର୍ଦ୍ଧନ ନାୟକଙ୍କ ମୁଣ୍ଡ ଏକ ପଥରରେ ବାଜି ଯିବାରୁ ତାଙ୍କ ମୃତ୍ୟୁ ହୋଇଥିଲା । ଘଟଣା ସମ୍ପର୍କରେ ଖବର ପାଇ କାଶୀପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମୋହନ ନାୟକକୁ ଧରିବା ସହ ଥାନାକୁ ଆଣିଥିଲା। ଏବେ ପୋଲିସ ତାକୁ ପଚରାଉଚରା କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago