Below header

କେଶୁରା ଗାଁରେ ଲୋମହର୍ଷକ ଘଟଣା: ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବକ । ବଡଗଡ଼ ଥାନା କେଶୁରା ଗାଁରେ ଘଟିଛି ଲୋମହର୍ଷକ ଘଟଣା । ଘଟଣାସ୍ଥଳରେ ବଡଗଡ଼ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଭୁବନେଶ୍ୱର (କେନ୍ୟୁଜ): ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବକ । ବଡଗଡ଼ ଥାନା କେଶୁରା ଗାଁରେ ଘଟିଛି ଲୋମହର୍ଷକ ଘଟଣା । ଘଟଣାସ୍ଥଳରେ ବଡଗଡ଼ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କାହିଁକି ଆତ୍ମହତ୍ୟା କଲେ ତାହାର କାରଣ ଅସ୍ପଷ୍ଟ ରହିଛି । ଗତକାଲି କୌଣସି କାରଣକୁ ନେଇ ଘର ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ଲକ୍ଷ୍ମଣ ପ୍ରଧାନ । ଆଜି ମିଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.