ବାରିପଦା(କେନ୍ୟୁଜ୍): ପୁଣି ଏକ କଙ୍ଗାରୁ କୋର୍ଟ । ସର୍ବସାଧାରଣ ଜାଗାରେ ଯୁବକଙ୍କୁ ଉଲଗ୍ନ କରି ମାଡ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଅଧିନ ରାଜ୍ୟ ରାଜପଥ ପାର୍ଶ୍ୱରେ ଘଟଣାଟି ଘଟିଥିବାର ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ପୋଲିସ ମଧ୍ୟ ଛିଡା ହୋଇ ଦେଖଣାହାରୀ ସାଜିଥିବା ଦେଖିବାକୁ ମିଳିଛି।
ସୂଚନା ମୁତାବକ ମାଡ ଖାଉଥିବା ଯୁବକ ଜଣକ ବାହାରୁ ଆସିଥିବା ବେଳେ ସ୍ଥାନୀୟ ଯୁବକ ତାଙ୍କୁ ସର୍ବସମ୍ମୁଖରେ ଏଭଳି କରୁଥିବାର ଦେଖିବାକୁ ମିଳିଛି। ଘଟଣାଟି ଏବେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ। ଅନ୍ୟପଟେ ପ୍ରେମ ସମ୍ପର୍କରୁ ଏଭଳି ଘଟଣା ଘଟିଥିବା ଜାଣିବାକୁ ମିଳିଛି।
ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…
ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…
ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…
ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …