ଆଜି ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ, ସବୁ ଜିଲ୍ଲାକୁ ପଛରେ ପକାଇ ଆଗରେ ରହିଲା କଟକ

କେନ୍ୟୁଜ୍(ବ୍ୟୁରୋ):  ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି କିନ୍ତୁ ସବୁ ଜିଲ୍ଲାକୁ ପଛରେ ପକାଇ କଟକ ଜିଲ୍ଲା ସୁସ୍ଥ ସଂଖ୍ୟାରେ ସର୍ବାର୍ଗେ ରହିଛି।

ଆଜି କଟକରୁ  ୪୧୧, ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩,ନୟାଗଡରୁ ୧୫୨, ବରଗଡରୁ ୧୩୯, ପୁରୀରୁ ୧୩୨,ରାୟଗଡାରୁ ୧୦୧,ଝାରସୁଗୁଡା ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୂରରୁ ୮୧, ଜଗତସିଂହପୁରରୁ ୭୫, କେନ୍ଦ୍ରାପଡାରୁ ୬୬,ଢେଙ୍କାନାଳରୁ ୬୫,କୋରାପୁଟରୁ ୬୫,ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ବରରୁ ୩୮,ସୁନ୍ଦରଗଡରୁ ୩୪,କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭,ବଲାଙ୍ଗିରରୁ ୨୫,ସୋନପୁରରୁ ୨୪, ବୌଦ୍ଧରୁ ୨୩, ନୂଆପଡା ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୁଳରୁ ୧୭, ଦେବଗଡରୁ ୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି  ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ କରି ସୂଚନା ଦେଇଛି। ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦,୮୦୦୧ରେ ପହଞ୍ଚିଛି।

Leave A Reply

Your email address will not be published.