Browsing Tag

10th board exam

ମାଟ୍ରିକ ରେଜଲ୍ଟ : କିସ୍ ରେ ଶତ ପ୍ରତିଶତ ପାସ୍, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ସମଗ୍ର ଓଡ଼ିଶାରେ ପାସ୍‍ ହାର ୯୬.୭% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ଚଳିତ…