ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ
ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା । ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କା ପୁରସ୍କାର । ଝାଡ଼ଖଣ୍ଡର…