Browsing Tag

+2 Result

ଆଜି ଆସିବ ଯୁକ୍ତ ଦୁଇ ପରୀକ୍ଷା ଫଳ, ଅପରାହ୍ଣ ୩ ଟାରୁ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଆଜି ଆସିବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ ଏକସଙ୍ଗେ ପ୍ରକାଶ ପାଇବ । ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ବାହାରିବ । ଆଜି ସାଢ଼େ ୧୨ଟା ରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିବେ ବିଦ୍ୟାଳୟ ଓ…

+୨ରେ ଛାତ୍ରଙ୍କ ତୁଳନାରେ ବାଜି ମାରିଲେ ଛାତ୍ରୀ, ବିଜ୍ଞାନରେ ସର୍ବାଧିକ କୃତକାର୍ଯ୍ୟ ହୋଇଛନ୍ତି ୮୭. ୪୯ ପ୍ରତିଶତ

ଭୁବନେଶ୍ୱର : ଯୁକ୍ତ ଦୁଇରେ ଛାତ୍ରଙ୍କ ତୁଳନାରେ ବାଜି ମାରିଲେ ଛାତ୍ରୀ । ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇଛି ।  ମୋଟ ପାସ ହାର ରହିଛି ୮୨.୭୭ ପ୍ରତିଶତ। ବିଜ୍ଞାନରେ ସର୍ବାଧିକ ୮୭. ୪୯…

ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ, ପାସ୍ ହାର ୮୨.୭୭%

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ ।  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ଆଜି ଯୁକ୍ତ ଦୁଇ ପରୀକ୍ଷା 2025 ଫଳାଫଳ ଘୋଷଣା କରିଛି, ଯାହା ବିଜ୍ଞାନ, ବାଣିଜ୍ୟ, କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ସମସ୍ତ ଷ୍ଟ୍ରିମର ପାସ ହାର ୮୨.୭୭ ରହିଛି। ସ୍କୁଲ ଏବଂ…

ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି । ପ୍ରଥମ…

୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତା ୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ । ଏକା ସଙ୍ଗେ ପ୍ରକାଶ ପାଇବ କଳା, ବାଣିଜ୍ୟ ଓ ବିଜ୍ଞାନ ରେଜଲ୍ଟ। ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । www.orissaresults.nic.inରେ ଉପଲବ୍ଧ ହେବ ଫଳାଫଳ । CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି ।…

ମେ’ ୧୫ରେ ପ୍ରକାଶ ପାଇବ +୨ରେଜଲ୍ଟ : ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକର ପରୀକ୍ଷା ଫଳ

ଭୁବନେଶ୍ୱର (କେନ୍ୟୁଜ): ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଖାତା ଦେଖା। ମେ ୧୫ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ । ସିଏଚଏସଇ…

+୨ ବିଜ୍ଞାନ ଓ ବାଣିଜ୍ୟରେ ପରୀକ୍ଷାରେ କିସ୍‍ର ଶତ ପ୍ରତିଶତ ସଫଳତା, ବିଜ୍ଞାନରେ ମୀନାକ୍ଷୀ ମଲ୍ଲିକ ଓ ବାଣିଜ୍ଯରେ…

ଭୁବନେଶ୍ୱର (କେନ୍ୟୁଜ): +୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‌ର ଶତ ପ୍ରତିଶତ ସଫଳତା। କନ୍ଧମାଳ ଝିଅ ମୀନାକ୍ଷୀ ସ୍କୁଲ୍‌ ଟପ୍ପର। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ବାଣିଜ୍ୟ ପରୀକ୍ଷାରେ ଭୁବନେଶ୍ୱର କିସ୍‌ ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି।…

ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରେଜଲ୍‌ଟ ଘୋଷଣା କରିଛନ୍ତି। େଓ୍ଵବସାଇଟରୁ ପରୀକ୍ଷାଫଳ ଜାଣି ପାରିବେ…