Browsing Tag

+2 results

ଆଜି +୨ ରେଜଲ୍ଟ , ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ୱର (କେନ୍ୟୁଜ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ପୂର୍ବାହ୍ନ ୧୧ଟାରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ । CHSE ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଜ୍ଞାନରେ ୯୩ ହଜାର ୮୯୫ ଜଣ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪ ହଜାର ୩୩୧ ଜଣ ପରୀକ୍ଷା ଦେଇଥିଲେ ।…

ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର (କେନ୍ୟୁଜ): ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି, ଆସନ୍ତାକାଲିଠାରୁ ପ୍ରଥମେ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ ଯାଏ ଚାଲିବ। ଦ୍ଵିତୀୟ ପର୍ଯ୍ୟାୟ…