Browsing Tag

+2 seats

+୨ରେ ବଢ଼ିବ ୧୩ ହଜାର ସିଟ୍‌, ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର (କେନ୍ୟୁଜ): ବଢ଼ିବ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦରେ ଆଉ ୧୩ ହଜାର ସିଟ୍‌ ବୃଦ୍ଧି କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି। ମାଟ୍ରିକ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ୨୦୨୩-୨୪…

ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ! ଗଣଶିକ୍ଷାମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର (କେନ୍ୟୁଜ): ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ଆବଶ୍ୟକ ସ୍ଥଳରେ ଯୁକ୍ତ ଦୁଇ କଲେଜ ଗୁଡିକରେ ସିଟ୍ ବଢ଼ାଯିବ । ଜିଲ୍ଲାର ଆବଶ୍ୟକତା ଦେଖି ସିଟ୍ ବଢ଼ାଯିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ପ୍ରମିଳା ମଲ୍ଲିକ । କାରଣ ମେ’ ୧୮ ତାରିଖରେ ମାଟ୍ରିକ ରେଜଲ୍ଟ…