ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ
କଟକ : କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜନୈକା ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସଶ୍ରମ କାରାଦଣ୍ଡ ସହିତ ୨୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଜରିମାନା ଅନାଦେୟ ଅଧିକ ଏକ…