ନାବାଳିକାକୁ ଦୁଷ୍କର୍ମ କରି ପୋଡି ମାରିଦେବା ଘଟଣା : ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ମୟୂରଭଞ୍ଜ: ନାବାଳିକାକୁ ଦୁଷ୍କର୍ମ କରି ପୋଡି ମାରିଦେବା ମାମଲାରେ ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ । ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ସ୍ଵତନ୍ତ୍ର ଫାଷ୍ଟଟ୍ରାକ କୋର୍ଟ ବିଚାରପତି ସନ୍ତୋଷ କୁମାର ନାୟକ ରାୟ ଶୁଣାଇଛନ୍ତି । ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ପୂର୍ବକ…