Browsing Tag

3rd phase voting

ଭୋଟ ଦେଉଛି ଓଡ଼ିଶା : ଦିନ ୧ଟା ସୁଦ୍ଧା ୩୫.୬୯ ପ୍ରତିଶତ ମତଦାନ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଶାନ୍ତି ଶୃଙ୍ଖଳାର ସହ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ।  ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ ।  ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା ଆସନ ଓ ୪୨ ବିଧାନସଭା ସିଟରେ ଭୋଟ ଗ୍ରହଣ…