ଲକ୍ଷ୍ମୀପୁରରେ ଲଜ୍ଜା : ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୪ ଅଟକ
ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ଥାନାରେ ଏତଲା ପରେ ୪ ଜଣ ଯୁବକଙ୍କୁ ଅଟକ ରଖିଛି ପୋଲିସ । ଏହି ସମ୍ବେଦନଶୀଳ ଘଟଣାରେ ହସ୍ତକ୍ଷେପ କରିଛନ୍ତି କୋରାପୁଟ ଏସପି । ଏସପିଙ୍କ ନିର୍ଦ୍ଦେଶରେ ଚାଲିଛି ତଦନ୍ତ । ଲକ୍ଷ୍ମୀପୁର ବ୍ଳକ…