Browsing Tag

4th phase election

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଶାନ୍ତି ଶୃଙ୍ଖଳାର ସହ ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ସରିଛି ମତଦାନ । ଇଭିଏମରେ ସିଲ ହେଲା ୬୬…