Browsing Tag

76th Republic Day

ଗଣତନ୍ତ୍ର ଦିବସରେ ଅଭେଦ ଗଡ଼ ପାଲଟିଛି ରାଜଧାନୀ, ଜଗିଛନ୍ତି ୭୦୦୦ ସିସିଟିଭି, ୬୦ ହଜାର ଯବାନ

ଗଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀ ସୁରକ୍ଷା ଘେରରେ ରହିଛି । ପରେଡ ସମୟରେ ରାଜଧାନୀରେ ୬ ସ୍ତରୀୟ ମଲ୍ଟି ଲେୟର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହାସହିତ ୬୦ ହଜାରରୁ ଅଧିକ ସୁରକ୍ଷା କର୍ମୀ ନିୟୋଜିତ ରହିଛନ୍ତି । ଏଥିରେ ୧୫ ହଜାର ଯବାନ କେବଳ କର୍ତ୍ତବ୍ୟ ପଥରେ ନିୟୋଜିତ…

ଆଜି ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ, ଏଥିପାଇଁ ଚଳଚଞ୍ଚଳ ଦିଲ୍ଲୀଠୁ ପଲ୍ଲୀ

ଆଜି ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ଭାରତରେ ପ୍ରତିବର୍ଷ ଜାନୁଆରୀ ମାସ ୨୬ ତାରିଖକୁ ଗଣତନ୍ତ୍ର ଦିବସ ଭାବେ ପାଳନ କରାଯାଏ । ଏହି ଦିନ ଲାଗୁ ହୋଇଥିଲା ଭାରତର ସମ୍ବିଧାନ । ଏହି ଦିନକୁ ମନେ ରଖିବା ପାଇଁ ହିଁ ପ୍ରତିବର୍ଷ ଏହାକୁ ଗଣତନ୍ତ୍ର ଦିବସ ଭାବେ ପାଳନ କରାଥାଏ । ୧୫ ଅଗଷ୍ଟ…

୭୬ତମ ସାଧାରଣତନ୍ତ୍ର ଦିବସ, ମହାତ୍ମା ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର : ଆଜି ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ଏଥିପାଇଁ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଇଁ ସୁରକ୍ଷା ବଳୟରେ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗ । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ…