Browsing Tag

9th student died

ଟ୍ୟୁସନ୍‌ରୁ ଫେରୁଥିବା ବେଳେ ଚଢ଼ିଗଲା ଟ୍ରକ, ଘଟଣାସ୍ଥଳରେ ଛାତ୍ରୀଙ୍କ ମୃତ୍ୟୁ

ଢେଙ୍କାନାଳ (କେନ୍ୟୁଜ): ଟ୍ୟୁସନ୍ ସାରି ଫେରୁଥିବା ଜଣେ ଛାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣାସ୍ଥଳରେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଡେରା ସିଂହ ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକମାନେ ରଞ୍ଜା ଛକ…