Gondia Accident : ବୋଲେରୋକୁ ଧକ୍କା ଦେଲା ଟ୍ରକ, ୬ ମୃତ, ୭ ଗୁରୁତର
ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩ ବର୍ଷର ଶିଶୁ ସମେତ ୬ ଜଣଙ୍କ…