Browsing Tag

accident at dhenkanal

ହିନ୍ଦୋଳ ଗଣ୍ଡାନାଳି ଛକ ନିକଟରେ ବାଇକକୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌, ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ

ଢେଙ୍କାନାଳ.କେନ୍ୟୁଜ୍):  ବାଇକକୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଅନ୍ତର୍ଗତ ଗଣ୍ଡାନାଳି ଛକ ହନୁମାନ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଅନୁଗୋଳ ଅଭିମୁଖେ ଯାଉଥିବା ଏକ ପିକଅପ୍‌ ଭ୍ୟାନ୍‌ ବାଇକକୁ ଧକ୍କା…